ସତିଅର୍ ବାଟ୍
୨ୟ କରନ୍ତିୟ 1
ମୁଇ ପାଉଲ୍, ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ଗଟେକ୍ ପେରିତ୍ ସିସ୍ ବାଚାଇଅଇଲିଆଚି ।
ମୁଇ ଆରି ଆମର୍ ବାଇ ତିମତି ଆରି କରନ୍ତିୟଟାନେ ରଇବା ପର୍ମେସରର୍ ଗୁଲାଇ ମଣ୍ଡଲିମନ୍କେ ଆରି ଆକାଇଆଟାନେ ରଇବା ସବୁ ପର୍ମେସରର୍ ଲକ୍ମନ୍କେ, ଏ ଚିଟି ଲେକ୍ଲୁନି । ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁର୍ ଟାନେଅନି ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ଅ ।
ପର୍ମେସର୍କେ ପାଉଲର୍ ଦନିଅବାଦ୍
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି । ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ । କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି । ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ । ଏଟାର୍ଲାଗି ତମର୍ଟାନେ ଆସା କର୍ବାଟା ଡାଁଟ୍ ଅଇଲାଆଚେ । କାଇକେବଇଲେ, ଆମେ ଜାନିଆଚୁ, ଆମ୍କେ ଦୁକ୍ କସ୍ଟ ଆଇଲେ ମିସା ମୁର୍ଚିକରି ଆଚୁ, ତମେ ମିସା ସେନ୍ତାରି ମୁର୍ଚିକରି ଆଚାସ୍ । ଜେନ୍ତାରି କି ପର୍ମେସର୍ ଟାନେଅନି ଆମେ ସାଇଜ ମିଲାଇଆଚୁ । ସେନ୍ତାରିସେ ତମେ ମିସା ସାଇଜ ମିଲାଇଆଚାସ୍ । 2
କାଇକେ ବଇଲେ, ଏ ବାଇବଇନିମନ୍, ଆସିଆ ରାଇଜେ ଆମ୍କେ ଅଇରଇବା ବଡ୍ ଦୁକ୍ କସ୍ଟ ବିସଇ ତମେ ଜାନିରୁଆ ବଲି ଆମେ ମନ୍ କଲୁନି । ମୁର୍ଚି ନାପାର୍ଲା ବଡ୍ ପରିକା ଆଇଲା । ଏନ୍ତାରି କି ଆମେ ଆରି ନ ରଇକରି ମରିଜିବାର୍ ଅଇସିବେ ବଲି ବାବ୍ତେରଇଲୁ । ଉଁ, ଆମ୍କେ ମରନ୍ ଆସି ଡାବିଅଇରଇଲା । ମାତର୍ ନିଜର୍ ନିଜର୍ ଉପ୍ରେ ଆସା ନ କରି, ଜନ୍ ପର୍ମେସର୍ ମଲା ଲକ୍ମନ୍କେ ଉଟାଇସି, ତାର୍ ଉପ୍ରେ ଆସା କର୍ବାକେ ଏ ସବୁ ଅଇଲା । ସେ ଆମ୍କେ ମରନ୍ଟାନେ ଅନି ବଁଚାଇଲା । ସେଟାର୍ପାଇ ଆମେ ରକିଆ ପାଇଲୁ । ମରନ୍ ରଇଲା ଆକା, ମାତର୍ ମରୁନାଇ । ଆରି ସେ ଆମ୍କେ ସାଇଜ କର୍ତେରଇସି ଆକା ବଲି ଜାନିଆଚୁ । ଆମ୍କେ ବଡ୍ ଆସା ଆଚେ ଜେ, ସେ ଆମ୍କେ ସାଇଜ କର୍ବାଟା କେବେ ନ ତେବାଏ । ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
ପାଉଲ୍ ଜଜ୍ନା କଲାଟା ବାଦ୍ଲାଇଲା
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି । କାଇକେ ବଇଲେ, ଆମେ ଚିଟି ପାଟାଇଲା ବେଲେ ତମେ ଜାଇଜାଇଟା ପଡିକରି ବୁଜିପାରାସ୍, ସେଟାସେ ଲେକି ପାଟାଇଲୁନି । ଏବେ ଆମେ ଜାଇଟା କଲୁନି, ସେ ବିସଇ ତମେ ଅଲପ୍ ଅଲପ୍ ବୁଜ୍ଲାସ୍ନି । ମାତର୍ ମୁଇ ଆସା କଲିନି, ସେଟା ତମେ ପୁରାପୁରୁନ୍ ବୁଜି ପାର୍ସା । ଜେନ୍ତାରି କି, ଆମର୍ ମାପ୍ରୁ ଜିସୁ ବାଉଡ୍ଲା ଦିନେ, ତମେ ଆମର୍ ଲାଗି ସାର୍ଦା କର୍ସା, ସେନ୍ତାରିସେ ଆମେ ମିସା ତମର୍ଲାଗି ସାର୍ଦା କର୍ବୁ ।
ଏଟା ସବୁ ତମେ ବୁଜି ପାର୍ସା, ସେଟା ଜାନିକରି ମୁଇ ତମର୍ଟାନେ ବୁଲିଆଇବି ବଲି ମନ୍କଲି । ଜେନ୍ତାରି କି ମୁଇ ତମ୍କେ ଦୁଇତର୍ ସାଇଜ କରିପାର୍ବି । 3କାଇକେବଇଲେ ମୁଇ ମାକିଦନିଆଇ ଜିବାବାଟେ ତମର୍ଟାନେ ଆସି ରଇବି ବଲି ମନ୍କଲି । ଆରି ମୁଇ ଗରେ ବାଅଡ୍ବାବେଲେ ଆରିତରେକ୍ ତମର୍ଟାନେ ତେବ୍ବି ବଲି ମନ୍ କଲି । କାଇକେବଇଲେ ମୁଇ ଜେବେ ଜିଉଦା ଦେସେ ଜିବାକେ ବାରଇବି, ସେ ବେଲେ ତମେ ମକେ ସାଇଜ କରି ପାରାସ୍ । ତେବେ ମୁଇ ଏନ୍ତାରି ମନ୍ କଲାକେ ମକେ ତମେ ଦୁଇ ମନିଆ ଲକ୍ ବଲି ବାବ୍ଲାସ୍ନି କାଇକି । ନିଜର୍ ମନ୍ କଲା ଇସାବେ ଚିନ୍ତା କର୍ବା ଗଟେକ୍ ଲକର୍ପାରା ତମେ ମକେ ବାବ୍ଲାସ୍ କାଇକି । ମୁଇ ଆଇବି ବଲି କଇଲେ ମିସା ତମର୍ ମନେ ସେ ନ ଆସେ, ବଲି ବାବ୍ଲାସ୍ କାଇକି । ଜଦି ପର୍ମେସର୍ କଇବାଟା ସତ୍, ସେନ୍ତାର୍ ଆଲେ ମୁଇ କଇବାଟା ମିସା ସତ୍ ସେ । ଏକାବେଲେ ଉଁ ଆରି ନାଇ ବଲି, ନ କଇ । 4ମୁଇ, ସିଲାନ୍ ଆରି ତିମତି, ପର୍ମେସରର୍ ପଅ ଜେ କି କିରିସ୍ଟ ଜିସୁ, ତାର୍ ବିସଇନେଇ ତମ୍କେ ଜାନାଇରଇଲୁ । ସେ ଉଁ ଆରି ନାଇ, ବଲି କଇବା ଦୁଇ ମନିଆ ଲକ୍ ନଏଁ । ତାର୍ଲାଗି ପର୍ମେସର୍ ଉଁ ବଲି, କଇରଇବାଟା, ସବୁଜାକ ପୁରାପୁରୁନ୍ କର୍ସି । ସେଟାର୍ପାଇ ଜିସୁକିରିସ୍ଟକେ ଆମେ ଆମେନ୍ ବଲି, କଇବାଟା ପର୍ମେସରର୍ ମଇମା ପାଇ ଅଇସି । ତମ୍କେ ଆରି ଆମ୍କେ ଜିସୁକିରିସ୍ଟତେଇ ମିସିରଇବାକେ ଆଇବା ଡାଟ୍ ବିସ୍ବାସ୍ ଆନ୍ବାଟା, ପର୍ମେସର୍ ସେ । ଆରି ସେ ଆମ୍କେ ବାଚ୍ଲା ଆଚେ । ଆମେ ତାର୍ଟା ବଲି ଜାନ୍ବାକେ ସେ ଆମ୍କେ ତାର୍ ଚିନ୍ ମାର୍ଲା ଆଚେ ଆରି ସୁକଲ୍ଆତ୍ମା ଆମର୍ ବିତ୍ରେ ଦାନ୍ କଲା ଆଚେ । ପର୍ମେସର୍ ଆମର୍ପାଇ ଜେତ୍କି ବିସଇ ସଙ୍ଗଇଆଚେ, ସେ ଆତ୍ମାର୍ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍ଲୁନି ।
ଜଦି ମୁଇ କଇବାଟା ସତ୍ ନାଇ, ସେନ୍ତାର୍ଆଲେ ପର୍ମେସର୍ ମକେ ଡଣ୍ଡ୍ ଦେଅ । ମୁଇ କରନ୍ତିଅତେଇ ବୁଲି ଆଇବାକେ କାଇକେ ଅଏ ନାଇ ବଲି ସେ ଜାନେ । ମୁଇ ତେଇ ଆଇଲେ, ତମର୍ ଚଲାଚଲ୍ତିର୍ ବୁଲ୍ଟିକ୍ ଦେକ୍ଲେ, ତମେ ଦୁକ୍ କର୍ତାସ୍ । ତମେ କନ୍ଟା ମାନ୍ବାର୍ ଆଚେ, କନ୍ଟା ନାଇ, ସେଟା ଆଦେସ୍ ଦେବାକେ ଆମେ ମନ୍ କରୁନାଇ । କାଇକେବଇଲେ, ତମର୍ ବିସ୍ବାସ୍ ଡାଟ୍ ଅଇଗାଲା ଆଚେ । ତମର୍ ସଙ୍ଗ୍ ମିସିକରି କାମ୍ କର୍ବାକେ ଆମେ ମନ୍ କଲୁନି । ଜେନ୍ତାରିକି ତମେ ସାର୍ଦା ଅଇସା ।
Source notes (4)
- Cross-reference ପେରିତ୍ ୧୮:୧
- Cross-reference ୧ମ କରନ୍ତିୟ ୧୫:୩୨
- Cross-reference ପେରିତ୍ ୧୯:୨୧
- Cross-reference ପେରିତ୍ ୧୮:୫
ସତିଅର୍ ବାଟ୍. Copyright © 2020 The Word for the World International. Licensed under CC BY 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY 4.0 · SourceEdition imported 2026-10-25.