ସତିଅର୍ ବାଟ୍
ପେରିତ୍ 6
ସାତ୍ଟା ସେବାକାରିଆମନ୍
ସେ ବେଲା, ବେସି ଜିଉଦି ଲକ୍ମନ୍ ଜିସୁର୍ ସିସ୍ ଅଇ ଆଇଲାଇ । ଗିରିକ୍ ବାସା କଇତେରଇବା ଜିଉଦିମନ୍, ଏବ୍ରି ବାସା କଇତେରଇବା ଜିଉଦିମନର୍ ବିରୁଦେ କାତା ଉଟାଇଲାଇ । କାଇକେବଇଲେ ଗିରିକ୍ ବାସାଇ କାତା ଅଇବା ଜିଉଦିମନ୍, ରାଣ୍ଡିମନ୍କେ ଦିନ୍କର୍ କାଦି ବାଟା କଲାବେଲେ ତାକର୍ ରାଣ୍ଡିମନ୍କେ ଏଲା କର୍ତେରଇଲାଇ ପନି । ସେଟାର୍ ପାଇ ବାର୍ଟା ପେରିତ୍ ସିସ୍ମନ୍ ସବୁ ବିସ୍ବାସିମନ୍କେ ରୁଣ୍ଡାଇକରି କଇଲାଇ, “କାଇବାଟା ବାଟାକର୍ବାର୍ ଆଚେ ବଲିକରି ପର୍ମେସରର୍ ବାକିଅ ସିକାଇବାଟା ଜଦି ଆମେ ଏଲା କର୍ବୁ ବଇଲେ ସେଟା ନିକ ବିସଇ ନଏଁ । ସେଟାର୍ ପାଇ ଏ ବାଇବଇନିମନ୍, ତମର୍ ବିତ୍ରେଅନି ସୁକଲ୍ଆତ୍ମାଇ ଆରି ଗିଆନେ ପୁରାପୁରୁନ୍ ଅଇରଇବା ଲକ୍ ବଲି ସବୁଲକ୍ ଜାନିରଇବା ସାତ୍ ଲକ୍କେ ବାଚା । ଆମେ ସେମନ୍କେ ଏ ସବୁ ବିସଇ କର୍ବାକେ ଦାଇତ୍ ଦେବୁ । ସେନ୍ତାର୍ ଆଲେ ପାର୍ତନା ଆରି ପର୍ମେସରର୍ ବାକିଅ ସିକାଇବାକେ ଆମେ ସବୁ ଦିଆନ୍ ଦେଇପାରିଅଇସି ।”
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ । ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ ।
ଏନ୍ତାରି ପର୍ମେସରର୍ ବାକିଅ ଗୁଲାଇବାଟର୍ ଲକ୍ ସୁନ୍ଲାଇ । ଜିରୁସାଲମେ ଅଦିକ୍ ଅଦିକ୍ ସିସ୍ମନ୍ ବଡ୍ବାର୍ ଦାର୍ଲାଇ, ବେସି ପୁଜାରିମନ୍ ମିସା ଜିସୁକେ ବିସ୍ବାସ୍ କଲାଇ ।
ତିପାନ୍କେ ଦାରିନେଲାଇ
ପର୍ମେସର୍ଟାନେ ବେସି ଆସିର୍ବାଦ୍ ପାଇ ଆରି ବପୁ ସଙ୍ଗ୍ ପୁରୁନ୍ ଅଇରଇବା ତିପାନ୍, ଲକ୍ମନର୍ ବିତ୍ରେ ବେସି ନ ଅଇବା କାମ୍ମନ୍, କାବା ଅଇଜିବା କାମ୍ମନ୍ ସାଦନ୍ କଲା । ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ । ମାତର୍ ସୁକଲ୍ ଆତ୍ମା ତିପାନ୍କେ ଏନ୍ତି ଗିଆନ୍ ଦେଲାଜେ, କେମିସା ତାର୍ କାତା ଚାଡାଇକରି କଇ ନାପାର୍ତେ ରଇଲାଇ । ଏଲେମିସା ସେ “ମସାର୍ ବିରଦେ ଆରି ପର୍ମେସରର୍ ବିରଦେ କାତା କଇବାଟା ଆମେ ସୁନ୍ଲୁ ।” ବଲି, ଏ ମିଚ୍ ସାକି ଦେବାକେ କେତେ ଲକ୍କେ ଲାଁଚ୍ ଦେଇ ଉସ୍କାଇଲାଇ । ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ । ତାର୍ ପଚେ ସେମନ୍ ତାର୍ ବିରୁଦେ ମିଚ୍ ସାକି ଦେବାକେ କେତେଟା ଲକ୍ମନ୍କେ ବିତ୍ରେ ଆନ୍ଲାଇ । ସେମନ୍ କଇଲାଇ, “ଏ ଲକ୍ ସବୁବେଲେ ଆମର୍ ସୁକଲ୍ ମନ୍ଦିର୍ ଆରି ମସାର୍ ରିତିନିତି ବିରୁଦେ ନିନ୍ଦା କାତା କଇବୁଲ୍ଲାଇନି । ନାଜରିତର୍ ଜିସୁ ମନ୍ଦିର୍ ବାଙ୍ଗାଇ ପାକାଇସି ଆରି ଆମେ ମସାର୍ ଟାନେଅନି ପାଇ ରଇବା ସବୁ ବିଦିବିଦାନ୍ ବାଦ୍ଲାଇ ଦେଇସି ବଲି ଏ ଲକ୍ କଇବାଟା ଆମେ ସୁନି ଆଚୁ ।” ସେଡ୍କି ବେଲେ ବଡ୍ସବାଇ ବସି ରଇବା ସବୁ ଲକ୍ ଆକିଗାଡି ତିପାନର୍ ବାଟେ ଦେକ୍ଲାଇ ଜେ, ଏଦେ ଦେକା ! ତାର୍ ମୁ ସରଗର୍ ଦୁତ୍ ପାରା ଡିସ୍ତେ ରଇଲା ।
ସତିଅର୍ ବାଟ୍. Copyright © 2020 The Word for the World International. Licensed under CC BY 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY 4.0 · SourceEdition imported 2026-10-25.