ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 117
ସଦାପ୍ରଭୁଙ୍କ ସ୍ତବଗାନ
ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର;
ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ
ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.